Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜେପିଭିଟି ଆସୋସିଏସନ୍ ତରଫରୁ ବିଶ୍ୱ ଫଟୋଗ୍ରାଫି ଦିବସ ପାଳିତ
ଆଞ୍ଚଳିକ

ଜେପିଭିଟି ଆସୋସିଏସନ୍ ତରଫରୁ ବିଶ୍ୱ ଫଟୋଗ୍ରାଫି ଦିବସ ପାଳିତ

August 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ଆଜି ଜେପିଭିଟି ଆସୋସିଏସନ୍ ତରଫରୁ ବିଶ୍ୱ ଫଟୋଗ୍ରାଫି ଦିବସ ଓ ବାର୍ଷିକ ଉତ୍ସବ କୋଭିଡ କଟକଣା ଯୋଗୁଁ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି। ଆସୋସିଏସନ୍ ର ସଭାପତି ଶ୍ରୀଯୁକ୍ତ ମହେଶ୍ୱର ମହାନ୍ତି ଓ ସଂପାଦକ ଶ୍ରୀ ଯୁକ୍ତ ଶୂଭଙ୍କର ଜେନାଙ୍କ ସହିତ କର୍ମକର୍ତ୍ତାମାନେ ଉପସ୍ଥିତ ରହି କରୋନା ଯୋଦ୍ଧାଭାବେ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ କେଶରୀ ମହାପାତ୍ର, ଏସ୍‌.ପି. ଶ୍ରୀଯୁକ୍ତ ପ୍ରକାଶ ଆର୍‌, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ ବିଜୟା ପଣ୍ଡା, ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ବିମଳ କୁମାର ଲେଙ୍କା ଓ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀଯୁକ୍ତ ରଜନୀକାନ୍ତ ମିଶ୍ରଙ୍କୁ ମାନପତ୍ର, ଉପଢୌକନ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ପରେ ବାଲିକୁଦା ବ୍ଲକ ବୋରିକିନାର ଅସୁସ୍ଥ ଫଟୋଗ୍ରାଫର ଅଶୋକ ଦାସଙ୍କ ବାସସ୍ଥଳୀରେ ପହଂଚି ସମସ୍ତ କର୍ମକର୍ତ୍ତା ମାନେ ତାଙ୍କର ଆଶୁ ଆରୋଗ୍ୟ କାମନା କରିବା ସହିତ ଆର୍ଥିକ ସହାୟତା ପ୍ରଦାନ କରିଥିଲେ।

କରୋନା କଟକଣା ଯୋଗୁଁ ସଂଘର କାର୍ଯ୍ୟକାରିଣୀ ସଦସ୍ୟମାନଙ୍କ ଦ୍ୱାରା ଏହି ଉତ୍ସବର କାର୍ଯ୍ୟକ୍ରମ ସଂପାଦିତ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ କୋଷାଧ୍ୟକ୍ଷ ଲାଲା ସଂଗ୍ରାମ କେଶରୀ ରାୟ, ବାସୁଦେବ ସ୍ୱାଇଁ, ରୂପେଶ ବାରିକ, ସୁଧାକର ଜେନା, ଗଗନ କୁମାର ମଲ୍ଲିକ, ଅତନୁ କୁମାର ସ୍ୱାଇଁ, ବାସୁଦେବ ବେହେରା, ପ୍ରଦୀପ୍ତ ପ୍ରଧାନ, ବି ଏନ୍‌ଏନ୍ ପପୁ, କୁଶଲ କୁମାର ସିହ୍ନା, ବିଷ୍ଣୁଚରଣ ରାୟ ଓ ଜିତେନ୍ଦ୍ର ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ।

ଜଗତସିଂହପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ପଥପ୍ରାନ୍ତ ନାଟକ

October 2, 2026

ବାଣପୁର ସେଣ୍ଟ ଜାଭିୟର ହାଇସ୍କୁଲରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

October 2, 2026
Latest News

ବୋହୁ ଉପରକୁ ଗରମ ତେଲ ଫିଙ୍ଗିଲା ଶାଶୁ, ଗୁରୁତର ଅବସ୍ଥାରେ ଭଦ୍ରକ ସ୍ଥାନାନ୍ତର

October 3, 2026

ବୋହୂଙ୍କ ଚାକିରିରୁ ଶାଶୁଙ୍କୁ ମିଳିବ ଆର୍ଥିକ ସହାୟତା, ହାଇକୋର୍ଟଙ୍କ ରାୟ

October 3, 2026

ବିଦ୍ୟୁତ୍ ବିଲ୍ ଦେଖି ଚିନ୍ତା କରୁଛନ୍ତି କି? ଆପାଣନ୍ତୁ ମାସିକ ବିଦ୍ୟୁତ୍ ବିଲ୍ କମାଇବାର ଫର୍ମୁଲା

October 3, 2026

ଆଜି ଓଡ଼ିଶା ଆସୁଛନ୍ତି ବିଜେପି ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

October 3, 2026

ବେଆଇନ ମଦ କାରବାର ଉପରେ ବଡ଼ ଚଢ଼ାଉ: ୮୧୦ ଲିଟର ଦେଶୀ ମଦ ଜବତ

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.