Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଇସିପିଏସ୍‌ ତରଫରୁ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବିଧାୟକ ସୁରେଶ କୁମାର ରାଉତରାୟ
ଆଞ୍ଚଳିକ

ଆଇସିପିଏସ୍‌ ତରଫରୁ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବିଧାୟକ ସୁରେଶ କୁମାର ରାଉତରାୟ

August 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଇସିପିଏସ୍‌ରେ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବିଧାୟକ ସୁରେଶ କୁମାର ରାଉତରାୟ

ଭୁବନେଶ୍ୱର : ଶିକ୍ଷାର ବିକାଶ ପାଇଁ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ସେମାନେ ଉତ୍ସାହିତ ହେବା ସହ ଅନ୍ୟ ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଦେଇଥାଏ। ସେମାନେ ଅଧିକ ଉତ୍ସାହିତ ହୋଇ ଅଧ୍ୟୟନ କରିବା ସହ ରାଜ୍ୟର ସୁନାମ ରଖିବେ। ନିକଟରେ ଯୁକ୍ତ ୨ ବାଣିଜ୍ୟର ଫଳ ପ୍ରକାଶ ପାଇଥିବା ବେଳେ ଉତ୍କଳ ଶିକ୍ଷା ପରିଷଦ ଓ ଆଇସିପିଏସ୍ ପକ୍ଷରୁ ବିଭିନ୍ନ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା।

ରମାଦେବୀ କଲେଜ ସମ୍ମୁଖ ଆଇସିପିଏସ୍ ସଂସ୍ଥାର ହଲରେ ଏହି ସମ୍ବର୍ଦ୍ଧନା କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ବିଧାୟକ ସୁରେଶ କୁମାର ରାଉତରାୟ, ସାମଜସେବୀ ନୀଲ କମଲ ବଙ୍ଗାନୀ, ଉତ୍କଳ ଶିକ୍ଷା ପରିଷଦର ସାଧାରଣ ସମ୍ପାଦକ ତଥା ଆଇସିପିଏସ୍‌ର ମୁଖ୍ୟ ରାଜେଶ ମହାକୁଡ଼ ପ୍ରମୁଖ ଯୋଗଦେଇ ମାନପତ୍ର ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧନା କରିଥିଲେ। ଆଇସିପିଏସ୍ ଛାତ୍ରଛାତ୍ରୀ ଛାତ୍ରଛାତ୍ରୀ ଚଳିତ ବର୍ଷ କୃତୀତ୍ୱ ହାସଲ କରିଥିବାରୁ ତାଙ୍କୁ ଅତିଥିମାନେ ଶୁଭେଚ୍ଛା ଜଣାଇଥିଲେ।

ସୁରେଶ କୁମାର ରାଉତରାୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026
Latest News

ଆଜିଠାରୁ ୨୨ ପର୍ଯ୍ୟନ୍ତ ମଧ୍ୟପ୍ରଦେଶ ଏବଂ ଓଡ଼ିଶା ଗସ୍ତ କରିବେ ରାଷ୍ଟ୍ରପତି

June 18, 2026

ବିସ୍ତୃତ ରାଶିଫଳ: ଜୁନ ୧୮ ତାରିଖ ବୁଧବାରରେ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜଳମୟ

June 18, 2026

‘ଛାତ୍ରଙ୍କ ଭବିଷ୍ୟତ ପାଇଁ ଲଢ଼େଇ’ : କୋଟାରୁ ମୋଦି ସରକାର ବିରୋଧରେ ରାହୁଲଙ୍କ ଶିକ୍ଷା ଆନ୍ଦୋଳନ

June 17, 2026

ପିଲାମାନଙ୍କ ସ୍ୱାସ୍ଥ୍ୟ ସହ ଖେଳିବା ପଡ଼ିଲା ମହଙ୍ଗା; ଫି ଫେରସ୍ତ ସହ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଲେ କୋର୍ଟ

June 17, 2026

ଶାନ୍ତି ଚୁକ୍ତି ନା କୂଟନୈତିକ ସଙ୍କଟ ? ଟ୍ରମ୍ପଙ୍କ ଦୋହରା ଆଭିମୁଖ୍ୟକୁ ନେଇ ବିଶ୍ୱ ରାଜନୀତିରେ ନୂଆ ଝଡ଼

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.