Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗଂଜାମ ଜିଲ୍ଲାରେ ଆଜି ଅମାନିଆଙ୍କ ଠାରୁ ଜୋରିମାନା ଆଦାୟ
ଆଞ୍ଚଳିକ

ଗଂଜାମ ଜିଲ୍ଲାରେ ଆଜି ଅମାନିଆଙ୍କ ଠାରୁ ଜୋରିମାନା ଆଦାୟ

August 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଗଂଜାମ ଜିଲ୍ଲାରେ ସଟ୍‌ଡ଼ାଉନ୍ ସମୟରେ ବ୍ରହ୍ମପୁର ପୋଲିସ୍ ଏବଂ ଗଂଜାମ ପୋଲିସ୍ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ଏବଂ ପେଟ୍ରୋଲିଂ କଡ଼ାକଡ଼ି କରି ଅମାନିଆଙ୍କଠାରୁ ଜୋରିମାନା ଆଦାୟ କରାଯାଇଛି। ବ୍ରହ୍ମପୁର ପୋଲିସ୍ ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ଼ ପକ୍ଷରୁ ୧୩୪ ଟି ଗାଡ଼ି ସମ୍ବନ୍ଧୀୟ ଅମାନିଆଙ୍କୁ ୬୭ହଜାର ଟଙ୍କା ଜୋରିମାନା ପକାଯାଇଥିବାବେଳେ ମାସ୍କ ପିନ୍ଧିନଥିବା ୧୩୭ ଜଣ ଅମାନିଆଙ୍କଠାରୁ ୨୭ ହଜାର ୪୦୦ ଟଙ୍କା ଜୋରିମାନା ଆଦାୟ ହୋଇଛି। ସାମାଜିକ ଦୂରତା ଉଲ୍ଲଂଘନରେ ୨୩ହଜାର ୫୦୦ ଟଙ୍କା ଜୋରିମାନା ଆଦାୟ ହୋଇଛି।

ସେହିପରି ଗଂଜାମ ଏନ୍‌ଫୋର୍ସମେଣ୍ଟ ପକ୍ଷରୁ ମାସ୍କ ପିନ୍ଧିନଥିବା ଅମାନିଆଙ୍କଠାରୁ ୧ ଲକ୍ଷ ୫୩ହଜାର ୫୦୦ ଟଙ୍କା ଜୋରିମାନା ଆଦାୟ ହୋଇଛି। ଗୋଟିଏ ଜୁଆଆଡ୍ଡା ଚଢ଼ାଉ ହୋଇ ୪ ଜଣକୁ ଗିରଫ କରାଯାଇଥିବାବେଳେ ୬୫୮୦ ଟଙ୍କା ଜବତ ହୋଇଛି। ୭ଟି ସ୍ଥାନରେ ଅବକାରୀ ଚଢ଼ାଉ ହୋଇ ୭ ଜଣକୁ ଗିରଫ କରାଯାଇଥିବାବେଳେ ୧୦୮୪ ଲିଟର ମଦ ଜବତ ହୋଇଛି।

ଗଂଜାମ ପୋଲିସ୍ ଜୋରିମାନା ଆଦାୟ ବ୍ରହ୍ମପୁର ପୋଲିସ୍ ସଟ୍‌ଡାଉନ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026
Latest News

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.