Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୁସମି ସେତୁର ପ୍ରଶସ୍ତିକରଣ କାର୍ଯ୍ୟର ଶୁଭାରମ୍ଭ
ଆଞ୍ଚଳିକ

କୁସମି ସେତୁର ପ୍ରଶସ୍ତିକରଣ କାର୍ଯ୍ୟର ଶୁଭାରମ୍ଭ

August 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ 
ବ୍ରହ୍ମପୁର: ବୁଗୁଡ଼ା ବଡ଼ଶଙ୍ଖ ଠାରେ ଓଡ଼ିଶା ସରକାର ପୂର୍ତ୍ତବିଭାଗ ରାଜ୍ୟ ଯୋଜନା ପାଣ୍ଠିରୁ ବାଲିପଦର, କରସିଂ ରାଜ୍ୟ ରାଜପଥ-୩୩ କୁସମିସେତୁର ପ୍ରଶସ୍ତିକରଣକୁ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଆଜି ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବୁଗୁଡ଼ା ପୂର୍ତ୍ତବିଭାଗ କାର୍ଯ୍ୟନିର୍ବାହୀ ଅଧିକାରୀ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଶାସକଦଳର ପୋଲସରା ହିଁ ବିଧାୟକ ଯିଏକି କରୋନା ସମୟରେ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟସ୍ତ ରହିଥିଲେ। କ୍ୱାରେଣ୍ଟାଇନ୍‌ରେ ରଖିବା ବେଳେ ହେଉ କିମ୍ବା ସେମାନେ ଫେରିବା ବେଳେ ଟଙ୍କା ଦେବା ବେଳେ ହେଉ। ସେମାନଙ୍କ ଖାଇବା ପିଇବା ବୁଝିବା ସହ ସମସ୍ତ ସମସ୍ୟାମାନ ସମାଧାନ କରିଥିଲେ। ଏଥି ଯୋଗୁଁ ସେ କିଛି ଦିନ ତଳେ କରୋନାରେ ମଧ୍ୟ ଆକ୍ରାନ୍ତ ହୋଇ ଭୁବନେଶ୍ୱରଠାରେ ଚିକିତ୍ସାଧୀନ ହୋଇ ଫେରିଥିଲେ। ଏହି ସେତୁର ପ୍ରଶସ୍ତିକରଣ ପରେ ଯିବା ଆସିବା ସୁବିଧା ହେବ। ଏଥିଯୋଗୁଁ ଅଂଚଳବାସୀ ବିଧାୟକଙ୍କ ଏଭଳି କାର୍ଯ୍ୟକୁ ପ୍ରଶଂସା କରିଛନ୍ତି।

ପୋଲସରା ବିଧାୟକ ଶୁଭ ଉଦ୍‌ଘାଟନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026
Latest News

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.