Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଧାନ ସଂଗ୍ରହପାଇଁ ପଞ୍ଜିକରଣ ପକ୍ରିୟା ତ୍ୱରାନ୍ୱିତ କରିବା ପାଇଁ ବୈଠକ
ଆଞ୍ଚଳିକ

ଧାନ ସଂଗ୍ରହପାଇଁ ପଞ୍ଜିକରଣ ପକ୍ରିୟା ତ୍ୱରାନ୍ୱିତ କରିବା ପାଇଁ ବୈଠକ

August 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପିଣ୍ଟୁ ବିଷୋୟୀ

ବେଗୁନିଆପଡା: ଚଳିତ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ପାଇଁ ଚାଷୀମାନଙ୍କ ଆଗୁଆ ପଞ୍ଜିକରଣ ପକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ବେଗୁନିଆପଡା ବ୍ଲକ ଓଏଲମ କକ୍ଷରେ ସୋସାଇଟ ସମ୍ପାଦକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚାଷୀମାନେ ସେମାନଙ୍କ ଅଧିକୃତ ପ୍ରାଥମିକ କୃଷି ସମବାୟ ସମିତିରେ କେଉଁଭଳି ଭାବେ ପଞ୍ଜିକରଣ କରିବେ ସେଥିପାଇଁ ସମ୍ପାଦକମାନେ ଚାଷୀଙ୍କୁ ସହଯୋଗ କରିବେ। ସେମାନଙ୍କ ଠାରୁ ପଞ୍ଜିକରଣ ଫର୍ମ ସଂଗ୍ରହ କରି ଏହାକୁ ତୁରନ୍ତ ପଞ୍ଜିକରଣ କରିବା ପାଇଁ ତହସିଲଦାର ନିର୍ଦ୍ଦେଶ ଦେଇଥିଲେ। ବିଗତ ବର୍ଷ ବେଗୁନିଆପଡା ବ୍ଲକରେ ୬୦୦୩ ଜଣ ଚାଷୀ ପଞ୍ଜିକରଣ କରିଥିବା ବେଳେ ଚଳିତ ବର୍ଷ ପାଇଁ ବର୍ତ୍ତମାନ ସୁଦ୍ଧା ୩୦୦୦ ଚାଷୀ ପଞ୍ଜିକରଣ କରିଥିବା ଯୋଗାଣ ଅଧିକାରୀ କହିଥିଲେ।

ଏଥିସହ ବ୍ଲକରେ ପଞ୍ଜିକରଣ ପକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଉପସ୍ଥିତ ସମବାୟ ସମିତିର ସମ୍ପାଦକ ମାନଙ୍କୁ କହିଥିଲେ ଯୋଗାଣ ଅଧିକାରୀ। ପଞ୍ଜିକରଣ ପାଇଁ ଚାଷୀଙ୍କ ଠାରୁ ଗ୍ରହଣ କରୁଥିବା ଫର୍ମ ନିର୍ଭୁଲ ଭାବେ ପୂରଣ କରିବା ସହ ବର୍ଷ ୨୦୨୦/୨୧ ପାଇଁ କାଟିଥିବା ସିସ୍ତୂକୁ ଗ୍ରହଣ କରିବା ପାଇଁ କହିଥିଲେ ତହସିଲଦାର। ଏଥିସହ ବର୍ତ୍ତମାନ କରୋନା ମହାମାରୀର ସମୟ ଚାଲିଥିବା ଯୋଗୁଁ ସମ୍ପାଦକ ମାନେ ସମବାୟ ସମିତିରେ ସାନିଟାଇଜର ଓ ଚାଷୀଙ୍କୁ ମାସ୍କ ପିନ୍ଧିବା ଓ ହାତ ଧୋଇବା ପାଇଁ କହିବାକୁ କହିଥିଲେ ବିଡ଼ିଓ। ନିଜେ ଗ୍ଳୋବ୍ସ ଓ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତ୍ୱ ଅବଲମ୍ବନ କରି କାର୍ଯ୍ୟ କରିବା ପାଇଁ କହିଥିଲେ ବିଡ଼ିଓ। ଏହି ବୈଠକରେ ତହସିଲଦାର ପ୍ରଭାତ କୁମାର ପରିଡା ବିଡ଼ିଓ ବେଦବର ପ୍ରଧାନ, ବ୍ଲକ ଯୋଗାଣ ଅଧିକାର ଏବଂ ସମବାୟ ସମିତି ସମ୍ପାଦକ ମାନେ ଉପସ୍ଥିତ ଥିଲେ।

ଖରିଫ ଋତୁ ଧାନ ସଂଗ୍ରହ ବେଗୁନିଆପଡ଼ା
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026
Latest News

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.