Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମୁଖ୍ୟମନ୍ତ୍ରୀ ରିଲଫ୍ ଫଣ୍ଡକୁ ଦାନ
ଆଞ୍ଚଳିକ

ମୁଖ୍ୟମନ୍ତ୍ରୀ ରିଲଫ୍ ଫଣ୍ଡକୁ ଦାନ

August 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଆଜି ଚିକିଟି ମହାବିଦ୍ୟାଳୟ ଏବଂ ଚିକିଟି ତହସିଲ୍ କାର୍ଯ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡ କୋଭିଡ଼୍‌-୧୯ ପାଇଁ ଉପଜିଲ୍ଲାପାଳଙ୍କ ଜରିଆରେ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜି ଚିକିଟି କଲେଜର କର୍ମକର୍ତ୍ତାମାନେ ଏକାଠି କରିଥିବା ୮୦ ହଜାର ଟଙ୍କାକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ିଡ଼ି ଆକାରରେ ଉପଜିଲ୍ଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବଙ୍କୁ ତାଙ୍କ କାର୍ଯ୍ୟାଳୟରେ ପ୍ରଦାନ କରିଥିଲେ।

ସେହିପରି ଚିକିଟି ତହସିଲ୍‌ର ତହସିଲ୍‌ଦାର ଏବଂ କର୍ମଚାରୀମାନେ ଏକତ୍ରିତ କରି ଜମା କରିଥିବା ୩୫ହଜାର ୫ଶହ ଟଙ୍କା ଡ଼ିଡ଼ିକୁ ତହସିଲ୍‌ଦାର ଉପଜିଲ୍ଲାପାଳଙ୍କୁ ପ୍ରଦାନ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.