Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କ୍ରୀଡା ଭାରତୀ ବାଣପୁର ଶାଖା ତରଫରୁ ଜାତୀୟ କ୍ରୀଡାଦିବସ ପାଳିତ
ଆଞ୍ଚଳିକ

କ୍ରୀଡା ଭାରତୀ ବାଣପୁର ଶାଖା ତରଫରୁ ଜାତୀୟ କ୍ରୀଡାଦିବସ ପାଳିତ

August 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ବାଣପୁର : ଭାରତୀୟ ହକିର କିମ୍ବଦନ୍ତୀ ପୁରୁଷ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅଗଷ୍ଟ ୨୯ ତାରିଖ ଦିନଟି ଦେଶର କ୍ରୀଡାବିତ୍‌ମାନଙ୍କ ପାଇଁ ଉତ୍ସର୍ଗୀକୃତ କ୍ରୀଡା ଦିବସ ଭାବରେ ନାମିତ । କ୍ରୀଡା ଭାରତୀ ବାଣପୁର ଶାଖା ତରଫରୁ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଏହା ପାଳିତ ହୋଇଯାଇଛି । ଏ ଉପଲେକ୍ଷ ଆୟୋଜିତ ଏକ ନିରାଡମ୍ବର ଉତ୍ସବରେ କ୍ରୀଡା ଭାରତୀ ବାଣପୁର ଶାଖାର ସଂଯୋଜକ ଶ୍ରୀ ବୈରାଗୀ ଚରଣ ବଳ ମେଜର ଧ୍ୟାନ ଚାନ୍ଦଙ୍କ ଜୀବନୀ ସମ୍ପର୍କରେ ଉଲ୍ଲେଖ କରି କ୍ରୀଡାର ମହତ୍ତ୍ବ ସମ୍ପର୍କରେ ଆଲୋଚନା କରିଥିଲେ । କ୍ରୀଡା ପ୍ରଶିକ୍ଷକ ଶ୍ରୀ ବିଭୁଦେନ୍ଦୁ ମାନସିଂହ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ କ୍ରୀଡା ଭାରତୀର ସଦସ୍ୟ ଶ୍ରୀ କୈଳାସ ଚନ୍ଦ୍ର ଖୁଣ୍ଟିଆ, ପ୍ରଫୁଲ୍ଲ ପାତ୍ର, କଳ୍ପଶ୍ରୀ ପ୍ରଧାନ ପ୍ରମୁ୍ଖ ଏଥିରେ ଯୋଗ ଦେଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

October 31, 2026

ଟାଙ୍ଗୀ ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି

October 26, 2026

ରଣପୁର ପ୍ରେସ୍ କ୍ଲବରେ ଶାରଦୀୟ ଭେଟଘାଟ ଓ ସମ୍ବର୍ଦ୍ଧନା ଉତ୍ସବ

October 24, 2026

ବୁଲିଯିବାକୁ କହି ଆଉ ଫେରିଲେନି ଯୁବକ

October 24, 2026
Latest News

ଆରମ୍ଭ ହେଲା ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ ମୃତ୍ତିକା ’- ୨୦୨୬

November 1, 2026

ରାଜସ୍ଥାନରେ ଭିଲ୍ଲା ସ୍କାମ୍: ଆଇଏଏସ୍-ଆଇପିଏସ୍ ଦମ୍ପତିଙ୍କ ବିରୁଦ୍ଧରେ ତଦନ୍ତ ଆରମ୍ଭ

November 1, 2026

WTC ପଏଣ୍ଟ ଟେବୁଲରେ ବଡ଼ ଓଲଟପାଲଟ: ପ୍ରଥମରୁ ତୃତୀୟକୁ ଖସିଲା ଅଷ୍ଟ୍ରେଲିଆ

November 1, 2026

ଧ୍ରୁବ ରାଠୀଙ୍କ ବିରୋଧରେ ନୂଆ ୱାରେଣ୍ଟ ଜାରି କଲେ ଦିଲ୍ଲୀ କୋର୍ଟ

November 1, 2026

୨୦୨୭ ପଞ୍ଜାବ ନିର୍ବାଚନ : ପ୍ରଥମ ପ୍ରାର୍ଥୀ ତାଲିକା ଜାରି କଲା ଆପ୍, ଧୁରୀରୁ ଲଢ଼ିବେ ଭଗୱନ୍ତ ମାନ

November 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.