Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁର ଜିଲ୍ଲାରୁ ଆଜି ୩୬ ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଲା
ଆଞ୍ଚଳିକ

ଜଗତସିଂହପୁର ଜିଲ୍ଲାରୁ ଆଜି ୩୬ ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଲା

August 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲାରୁ ୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲିକୁଦା ବ୍ଲକରୁ ୪ଜଣ, ଏରସମା ବ୍ଲକରୁ ୩ଜଣ, ଜଗତସିଂହପୁର ବ୍ଲକରୁ ୩ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ୭ଜଣ, କୁଜଙ୍ଗ ବ୍ଲକରୁ ୭ଜଣ, ପାରାଦ୍ଵୀପ ମ୍ୟୁନିସିପାଲିଟିରୁ ୪ଜଣ, ରଘୁନାଥପୁର ବ୍ଲକରୁ ୩ଜଣ ଓ ତିର୍ତ୍ତୋଲ ବ୍ଲକରୁ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଜିଲ୍ଲାରୁ ସମୁଦାୟ ଚିହ୍ନଟ ହୋଇଥିବା ୧୬୯୭ ଜଣଙ୍କ ମଧ୍ୟରୁ ୧୦୯୬ ଜଣ ସୁସ୍ଥ ହୋଇଥିବା ବେଳେ ୪ଜଣଙ୍କର ମୃତ୍ୟୁ ହୋଇଛି ଏବଂ ବର୍ତ୍ତମାନ ୫୯୭ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ଆକ୍ରାନ୍ତ ଜଗତସିଂହପୁର
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026
Latest News

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କର୍କଟ ନିରାକରଣ ଅଭିଯାନ

February 5, 2026

ଓୟୁଟିଆରରେ ଇଞ୍ଜିନିୟର୍ସ କପ୍‌: ସୋଆର ସଫଳତା

February 5, 2026

ଆଜି ଦିଲ୍ଲୀ ଏବଂ ବେଙ୍ଗାଲୁରୁ ମଧ୍ୟରେ WPL- 2026 ଫାଇନାଲ୍: କିଛି ସମୟ ପରେ ହେବ ମହାମୁକାବିଲା

February 5, 2026

“ଭାରତ ରୁଷରୁ ତେଲ କିଣିବ ନାହିଁ”: ଜାଣନ୍ତୁ ଟ୍ରମ୍ପଙ୍କ ଦାବି ଉପରେ ଭାରତ କ’ଣ କହିଲା?

February 5, 2026

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.