Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ତିର୍ତ୍ତୋଲର ବନ୍ୟାଞ୍ଚଳ ପରିଦର୍ଶନ କଲେ ଜଳସମ୍ପଦ ମନ୍ତ୍ରୀ,ସାଂସଦ ଓ ପୂର୍ବତନ ବିଧାୟକ
ଆଞ୍ଚଳିକ

ତିର୍ତ୍ତୋଲର ବନ୍ୟାଞ୍ଚଳ ପରିଦର୍ଶନ କଲେ ଜଳସମ୍ପଦ ମନ୍ତ୍ରୀ,ସାଂସଦ ଓ ପୂର୍ବତନ ବିଧାୟକ

September 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି 

ଜଗତସିଂହପୁର: ଆଜି ଓଡ଼ିଶାର ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ତିର୍ତ୍ତୋଲ ବ୍ଲକ ର ବନ୍ୟାଞ୍ଚଳ ପରିଦର୍ଶନ କରି ଗ୍ରାମବାସୀଙ୍କ ସହିତ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିଛନ୍ତି।ମନ୍ତ୍ରୀଙ୍କ ସହିତ ଜଗତସିଂହପୁର ସାଂସଦ ଡା. ରାଜଶ୍ରୀ ମଲ୍ଲିକ ଓ ତିର୍ତ୍ତୋଲର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ପରିଦର୍ଶନ ସମୟରେ ଉପସ୍ଥିତ ରହି ଲୋକମାନଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ।କ୍ରିଷ୍ଣାନନ୍ଦପୁର ଠାରେ ମନ୍ତ୍ରୀ ଶ୍ରୀ ଦାସ ପାଇକା ନଦୀବନ୍ଧ ଉନ୍ନୟନ ସମ୍ପର୍କରେ ସାଂସଦ, ପୂର୍ବତନ ବିଧାୟକ ଓ ଜଳସମ୍ପଦ ବିଭାଗୀୟ ଅଧିକାରୀ ମାନଙ୍କ ସହିତ ସମୀକ୍ଷା କରିଥିଲେ।ଏଥିସହିତ ଶଙ୍ଖେଶ୍ୱର ଗ୍ରାମ ପରିଦର୍ଶନ କରି ଲୋକଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିସାରିବା ପରେ ଶଙ୍ଖେଶ୍ୱର ସ୍ଥିତ ହନୁମାନ ମନ୍ଦିରରେ ସମସ୍ତେ ପ୍ରସାଦ ସେବନ କରିଥିଲେ। ଏଥିସହିତ ଉପରବେଳା ମନ୍ତ୍ରୀ ଓ ସାଂସଦ କଟରା ପଞ୍ଚାୟତ ଓ ପଟିଲୋ ପଞ୍ଚାୟତ ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଥିବା ଜଣାପଡିଛି।

ଜଳସମ୍ପଦ ମନ୍ତ୍ରୀ ତିର୍ତ୍ତୋଲ ସାଂସଦ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026

ବାଣପୁରରେ ସାଇବର ସୁରକ୍ଷା ଅଭିଯାନ

August 15, 2026
Latest News

କାର ସହିତ ମାସିକ ଭତ୍ତା ୧ ଲକ୍ଷ: ବିଧାୟକମାନଙ୍କୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ଼ ଉପହାର

August 19, 2026

ଆଜି ହକି ବିଶ୍ୱକପରେ ଭାରତ-ପାକିସ୍ତାନ ମହା ମୁକାବିଲା: ଜାଣନ୍ତୁ ସେମିଫାଇନାଲ ସମୀକରଣ

August 19, 2026

ଓଲା, ଉବର ଏବଂ ରାପିଡୋ ପାଇଁ ପରିବହନ ବିଭାଗର ନିର୍ଦ୍ଦେଶ: ଆସନ୍ତା ୧ ରୁ କଠୋର ନିୟମ

August 19, 2026

ସୁବର୍ଣ୍ଣରେଖାରେ ବଡ଼ ବନ୍ୟା ଆଶଙ୍କା: ଉତ୍ତର ବାଲେଶ୍ୱରରେ ଛନକା

August 19, 2026

ଆଜମ ଖାନଙ୍କ ଜୌହର ବିଶ୍ୱବିଦ୍ୟାଳୟରେ ଇଡି ର କାର୍ଯ୍ୟାନୁଷ୍ଠାନ: ୧୦ଟି ସ୍ଥାନରେ ଚଢାଉ

August 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.