Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପିପୁଲ ଫର ଦି ପବ୍ଲିକ୍ ତରଫରୁ ନୂତନ ବ୍ରହ୍ମପୁର ମହାନଗର ନିଗମ କମିଶନରଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା
ଆଞ୍ଚଳିକ

ପିପୁଲ ଫର ଦି ପବ୍ଲିକ୍ ତରଫରୁ ନୂତନ ବ୍ରହ୍ମପୁର ମହାନଗର ନିଗମ କମିଶନରଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

September 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ

ବ୍ରହ୍ମପୁର : ଆଜି ପିପୁଲ ଫର ଦି ପବ୍ଲିକ୍ ତରଫରୁ ନୂତନ ବ୍ରହ୍ମପୁର ମହାନଗର ନିଗମ କମିଶନରଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏଥିସହ ସଂସ୍ଥା ତରଫରୁ ପୂର୍ବରୁ କରୋନା ପାଇଁ ଚଳିତ ବର୍ଷ ହୋଲଡିଂ ଟେକ୍ସ ଛାଡ କରିବା, ଟେକ୍ସ ବୃଦ୍ଧି କରିବା ପୂର୍ବରୁ ଓଡ଼ିଶା ମହାନଗର ନିଗମ ଆଇନ, ୨୦୦୩ ଅନୁଯାୟୀ ଜନଶୁଣାଣୀ କରିବା ଏବଂ ବ୍ରହ୍ମପୁର ମହାନଗର ନିଗମ ର ସମସ୍ତ ୱ।ର୍ଡରେ କୋଭିଡ କମିଟି ଗଠନ କରାଯାଇ କାର୍ଯ୍ୟକ୍ଷମ କରିବା ବିଷୟରେ ତତ୍କାଳିନ ମହାନଗର ନିଗମ କମିଶନର ଶ୍ରୀ ଚକ୍ରବର୍ତ୍ତୀ ସିଂ ରାଥୋଡଙ୍କ ପାଖରେ ଦାବି କରାଯାଇଥିଲା । ଆଜିର ଏହି ସମ୍ବର୍ଦ୍ଧନା ସମୟରେ ନୂତନ କମିଶନର ଙ୍ ସହ ଉକ୍ତ ବିଷୟରେ ଆଲୋଚନା ହୋଇଥିଲା ।

ଏହି କାର୍ଯ୍ୟକ୍ରମରେ ସଭାପତି ଆଇନଜୀବୀ ଡଃ ସୁବ୍ରତ ସାହୁ, ସମ୍ପାଦକ ସତୀଶ୍ ପାଣିଗ୍ରାହୀ, କୋଷାଧ୍ୟକ୍ଷ କୁନାଲ ସାହୁ, ପେଟ୍ରନ ହେମାଙ୍ଗ ରାଉଳ, ଅଞ୍ଜଳି ମହାନ୍ତି, ଦିନେଶ ପଟନାୟକ, କପିଲ୍ ପାଢି, ଡ଼ାଃ ସାଗର ରଞ୍ଜନ ତ୍ରିପାଠୀ, ବିଶ୍ବନାଥ ମାରଣା ପ୍ରମୁଖ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ନାବାଳିକାକୁ ଦୁଷ୍କର୍ମ ଅଭିଯୁକ୍ତ କୋର୍ଟ ଚାଲାଣ

June 14, 2026

ଆଜି ପହିଲି ରଜ: ଗାଁଗଣ୍ଡାରେ ଯୁବତୀମାନଙ୍କ ମଧ୍ୟରେ ବେଶ ଉତ୍ସାହ

June 14, 2026

ଫ୍ରାନ୍ସ ଏବଂ ସ୍ଲୋଭାକିଆ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

June 14, 2026

ଗଞ୍ଜାମ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ

June 14, 2026

ବିସ୍ତୃତ ରାଶିଫଳ: ପହିଲି ରଜରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.