Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଶଙ୍କର ସୁବୁଦ୍ଧି ହେଲେ ବାଚସ୍ପତିଙ୍କ ପ୍ରତିନିଧି
ଆଞ୍ଚଳିକ

ଶଙ୍କର ସୁବୁଦ୍ଧି ହେଲେ ବାଚସ୍ପତିଙ୍କ ପ୍ରତିନିଧି

September 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ଗଞ୍ଜାମ: ଓଡିଶା ବିଧାନସଭା ବାଚସ୍ପତି ଡ଼ଃ.ସୂର୍ଯ୍ୟ ନାରାୟଣ ପାତ୍ର ନିଜର ଜିଲ୍ଲା ପରିଷଦ ପ୍ରତିନିଧି ଭାବେ ଜଣେ ଜଳସମ୍ପଦ ବିଭାଗର ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ବି.ଶଙ୍କର ନାରାୟଣ ସୁବୁଦ୍ଧିଙ୍କୁ ଦାୟିତ୍ତ୍ଵ ଦେଇଛନ୍ତି। ପୂର୍ବରୁ ଜଳସମ୍ପଦ ବିଭାଗରେ ବହୁ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ଅବସ୍ଥାପିତ ହୋଇ ସୁଚାରୁ ରୂପେ ନିଜ ଦାୟିତ୍ତ୍ଵ ତୁଲାଇଥିବା ବେଳେ ବର୍ତ୍ତମାନ ସରକାରୀ ଚାକିରୀରୁ ଅବସର ନେବାପରେ ଜନସେବାରେ ନିଜକୁ ମନନିବେଶ କରିଛନ୍ତି।

ଆଗାମୀ ଦିନରେ ହେବାକୁ ଥିବା ସମସ୍ତ ଜିଲ୍ଲା ପରିଷଦ ବୈଠକରେ ଶ୍ରୀ ସୁବୁଦ୍ଧି ବାଚସ୍ପତିଙ୍କ ପ୍ରତିନିଧି ରୂପରେ ଯୋଗଦେବେ। ଏନେଇ ଡ଼ଃ.ପାତ୍ର ଚିଠି ସଂଖ୍ୟା ୩୧୯/୧୪/୨୦ରେ ଏକ ଲିଖିତ ପତ୍ର ଜିଲ୍ଲାପାଳଙ୍କୁ ଦେଇଛନ୍ତି।

ଏହାକୁ ନେଇ ଶ୍ରୀ ସୁବୁଦ୍ଧି ବାଚସ୍ପତିଙ୍କୁ ଧନ୍ୟବାଦ ଜଣାଇଥିବାବେଳେ ପୂର୍ବତନ ସାଂସଦ ପ୍ରତିନିଧି ସନାତନ ସଂଗ୍ରାମ ସିଂ, ଦିଗପହଣ୍ଡି ବ୍ଲକ ଉପାଧ୍ୟକ୍ଷା ପ୍ରତିନିଧି ଏମ୍. ନିରଞ୍ଜନ ରେଡି, କୁକୁଡାଖଣ୍ଡି ବ୍ଲକ ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ଦିଲ୍ଲୀପ ପାତ୍ର, ଜିଲ୍ଲା ପରିଷଦ ସଦସ୍ୟା ନିରୁପମା ପାତ୍ର, କିଶୋର ଚନ୍ଦ୍ର ପାତ୍ର, ସମବାୟବିତ କୈଳାଶ ରଣା, ସମିତି ସଭ୍ୟ ନିରଞ୍ଜନ ମହାନ୍ତି, ପ୍ରମୁଖ ନୂତନ ରୂପରେ ଚୟନ ହୋଇଥିବା ପ୍ରତିନିଧିଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଓଡିଶା ବିଧାନସଭା ବାଚସ୍ପତି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ରାସନ କାର୍ଡଧାରୀମାନଙ୍କୁ ମାଗଣା ଏସି: କ’ଣ ନୂତନ ଯୋଜନା ଆଣିଲେ ମୋଦି ସରକାର?

September 15, 2026

ସଜନା ଶାଗ ତୋଳିବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

September 15, 2026

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

September 15, 2026

ଜେଡିୟୁ ଏବଂ ଚିରାଗ ପାସୱାନଙ୍କ ପରେ ଏବେ ୟୁସିସି ଉପରେ ପ୍ରତିକ୍ରିୟା ପ୍ରକାଶ କଲା ଟିଡିପି

September 15, 2026

ମହିଳା ବାଇକ ଚାଳକଙ୍କୁ ଗାଡ଼ି ଚଢ଼ାଇବା ମାମଲା: ରାଜସ୍ଥାନରୁ କାର୍ ଡ୍ରାଇଭର ଗିରଫ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.