Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଜି ପୁଣି ବାଣପୁର ବ୍ଲକର ଏହି ସବୁ ଗ୍ରାମ ହେଲା କଣ୍ଟେନମେଣ୍ଟ ଜୋନ
ଆଞ୍ଚଳିକ

ଆଜି ପୁଣି ବାଣପୁର ବ୍ଲକର ଏହି ସବୁ ଗ୍ରାମ ହେଲା କଣ୍ଟେନମେଣ୍ଟ ଜୋନ

September 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: କରୋନା ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ହୁ ହୁ ହୋଇ ବଢୁଛି। ବିଶେଷ କରି ବାଣପୁର ଗ୍ରାମାଞ୍ଚଳରେ ସ୍ଥିତି ବର୍ତ୍ତମାନ ବେଶ ଗମ୍ଭୀର ଅଛି। ଗତକାଲି ବାଣପୁର ବ୍ଲକର ଏକାଧିକ ଗ୍ରାମ କଣ୍ଟେନମେଣ୍ଟ ଘୋଷଣା ହୋଇଥିବାସ୍ଥଳେ ଆଜି ମଧ୍ୟ ବାଣପୁର ବ୍ଲକର ଏକାଧିକ ଗ୍ରାମଗୁଡିକୁ ଖୋର୍ଦ୍ଧା ଉପଜିଲ୍ଲାପାଳ ଅଶୋକ କୁମାର ବେହୁରିଆ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି।

ସେଗୁଡିକ ହେଲା-

ନନ୍ଦପୁର ଗ୍ରାମ ପଞ୍ଚାୟତର ସୁନାକେରା ଗ୍ରାମ, ଦେଓଗାଁ ଗ୍ରାମ ପଞ୍ଚାୟତର ଦେଓଗାଁ ଏବଂ ଓଡଗାଁ ଗ୍ରାମ, ନୀଳାଦ୍ରିପ୍ରସାଦ ଗ୍ରାମ ପଞ୍ଚାୟତର ନୀଳାଦ୍ରିପ୍ରସାଦ ଗ୍ରାମ ଏବଂ ତୁମୁରାପୁଟ ଗ୍ରାମ ପଞ୍ଚାୟତର ପ୍ରତାପ ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏହି ଗ୍ରାମ ଗୁଡିକରେ ଆଜି ତା ୧୭.୦୯.୨୦ ଠାରୁ ୨୪.୦୯.୨୦ ଯାଏଁ କଟକଣା ଜାରି ରହିବ।

ଉପଜିଲ୍ଲାପାଳ କଣ୍ଟେନମେଣ୍ଟ ଜୋନ କରୋନା ବାଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

February 28, 2026
Latest News

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026

ଇଗ୍ନୋ ଆଞ୍ଚଳିକ କେନ୍ଦ୍ରରେ ସି୨ସି ଏବଂ ଆଇ୨ଓ ୨.୦ କାର୍ଯ୍ୟକ୍ରମର ଉଦ୍ଘାଟନ 

March 6, 2026

ପୂର୍ବତଟ ରେଳପଥ ଓ ଇକୋର ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

March 6, 2026

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

March 6, 2026

ମୁଣ୍ଡଳିଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସ ସମାରୋହକୁ ସମ୍ବୋଧିତ କଲେ ଗୃହ ମନ୍ତ୍ରୀ ଅମିତ ଶାହ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.