Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକର ଦଶ ଗୋଟି ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା କଲା ଜିଲ୍ଲା ପ୍ରଶାସନ
ଆଞ୍ଚଳିକ

ବାଣପୁର ବ୍ଲକର ଦଶ ଗୋଟି ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା କଲା ଜିଲ୍ଲା ପ୍ରଶାସନ

September 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: କରୋନା ମହାମାରୀ ଚିଲିକା ନିର୍ବାଚନମଣ୍ଡଳୀ ରେ ତାର କାୟା ବିସ୍ତାର କରୁଛି। ବର୍ତ୍ତମାନ ଅନଲକ ୪.୦ ରେ ପ୍ରାୟତଃ ନବେ ପ୍ରତିଶତ କଟକଣା ଉଠିଯାଇଥିବାବେଳେ ଚିଲିକା ନିର୍ବାଚନମଣ୍ଡଳୀ ରେ ଏହାର ଓଲଟା ପ୍ରଭାବ ପଡ଼ିଛି।  କଟକଣା ଉଠିଯିବାରୁ ପ୍ରତିଦିନ ଦୋକାନ ବଜାରରେ ଭିଡ଼ ଜମିବା ସହ ଗାଁ ଗହଳିରେ କେହି କୋଭିଡ ଗାଇଡଲାଇନ ମାନୁନାହାନ୍ତି ଯାହା ଫଳରେ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି। ଏହି ପରିପ୍ରେକ୍ଷୀରେ ବର୍ତ୍ତମାନ ପ୍ରଶାସନ ଜମା ବି ରିସ୍କ ନେବାକୁ ଚାହୁଁନାହିଁ। ତେଣୁ କୌଣସି ଅଂଚଳରୁ ପଜିଟିଭ ବାହାରିଲେ ତୁରନ୍ତ ସେହି ଅଞ୍ଚଳକୁ କଣ୍ଟେନମେଣ୍ଟ ଘୋଷଣା କରାଯାଉଅଛି।

ଗତ ସପ୍ତାହରେ ଲଗାତାର ତିନି ଦିନ ଧରି ଚିଲିକା ନିର୍ବାଚନମଣ୍ଡଳୀର ବିଭିନ୍ନ ଅଞ୍ଚଳ କଣ୍ଟେନମେଣ୍ଟ ହୋଇଥିବାସ୍ଥଳେ ଗତ ଦୁଇଦିନ ହେବ ପରିସ୍ଥିତି ସ୍ୱାଭାବିକ ଥିଲା। ହେଲେ ଆଜି ପୁଣି ଥରେ ଜିଲ୍ଲା ପ୍ରଶାସନ ତରଫରୁ ବାଣପୁର ବ୍ଲକର ଦଶ ଗୋଟି ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଅଛି।

ସେହି ଗ୍ରାମଗୁଡିକ ହେଲା-

କୁଲେଇ ପଞ୍ଚାୟତର ବିଂଝଳା ଏବଂ କୁଲେଇ ଗ୍ରାମ, ଗମ୍ଭାରୀମୁଣ୍ଡା ପଞ୍ଚାୟତର ବରପାଟଣା ଗ୍ରାମ, ନାଚୁଣୀ ପଞ୍ଚାୟତର କହେଁଇପୁର ଏବଂ ବଡ଼ପଦର ଗ୍ରାମ, ଭବାନୀପୁର ପଞ୍ଚାୟତର ଭବାନୀପୁର ଗ୍ରାମ, କୁମାରାଙ୍ଗ ପଞ୍ଚାୟତର କୁମାରାଙ୍ଗ ଗ୍ରାମ, ନରେନ୍ଦ୍ରପୁର ପଞ୍ଚାୟତର ନରେନ୍ଦ୍ରପୁର ଗ୍ରାମ, ଗାଲୁଆ ପଞ୍ଚାୟତର ମାଟିଆପୋଖରୀ ଗ୍ରାମ ଏବଂ ଦାମିଆବରବରା ପଞ୍ଚାୟତର ଦାମିଆବରବରା ଗ୍ରାମକୁ ଆଜି ତା ୨୨.୦୯.୨୦ ଠାରୁ ତା ୨୯.୦୯.୨୦ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି।

କଣ୍ଟେନମେଣ୍ଟ ଜିଲ୍ଲା ପ୍ରଶାସନ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର: ବରିଷ୍ଠ ନାଗରିକ ସଂଘର ବିଭିନ୍ନ ଦାବି ପୂରଣ କରିବା ଲାଗି ପ୍ରତିଶ୍ରୁତି ଦେଲେ ଆଇନ ମନ୍ତ୍ରୀ

March 25, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026
Latest News

ବିଦେଶ ମାଟିରେ ଓଡିଆ କ୍ଷୁଦ୍ର ଚଳଚିତ୍ର ପୁରସ୍କୃତ, ଦିଲ୍ଲୀପ ହାଲି ଶ୍ରେଷ୍ଠ ପ୍ରଯୋଜକ

March 30, 2026

‘ରାଷ୍ଟ୍ର ପ୍ରଥମ’ ନୀତିକୁ ଆପଣାଇ ରାଷ୍ଟ୍ର ନିର୍ମାଣ ଦିଗରେ ଅବିରତ କାର୍ଯ୍ୟ କରୁଛି ବିଜେପି: ପୃଥ୍ୱୀରାଜ ହରିଚ଼ନ୍ଦନ

March 30, 2026

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.