Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ର ପିଛା ଛାଡ଼ୁନି କରୋନା: ଆଜି ପୁଣି ଆଠଗୋଟି ଗ୍ରାମ ଏବଂ ଗୋଟାଏ ୱାର୍ଡ ହେଲା କଣ୍ଟେନମେଣ୍ଟ
ଆଞ୍ଚଳିକ

ବାଣପୁର ର ପିଛା ଛାଡ଼ୁନି କରୋନା: ଆଜି ପୁଣି ଆଠଗୋଟି ଗ୍ରାମ ଏବଂ ଗୋଟାଏ ୱାର୍ଡ ହେଲା କଣ୍ଟେନମେଣ୍ଟ

September 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ 

ବାଣପୁର: କରୋନା ମହାମାରୀ ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ ତାର କାୟା ବିସ୍ତାର କରୁଥିବା ବେଳେ କିଛି ଦିନ ହେବ ସଂକ୍ରମିତଙ୍କ ସଂଖ୍ୟା କମିଛି। ଆଜି ତାରିଖରେ ବାଣପୁର ସହରାଞ୍ଚଳରେ କୋଭିଡର ୬ ଗୋଟି ଆକ୍ଟିଭ କେସ ଥିବାବେଳେ ଗ୍ରାମାଞ୍ଚଳରେ ୮୮ ଗୋଟି ଆକ୍ଟିଭ କେସ ଅଛି। ଏହି ପରିପ୍ରେକ୍ଷୀରେ ବର୍ତ୍ତମାନ ପ୍ରଶାସନ ଜମା ବି ରିସ୍କ ନେବାକୁ ଚାହୁଁନାହିଁ। ତେଣୁ କୌଣସି ଅଂଚଳରୁ ଗୋଟାଏ ବି ପଜିଟିଭ ବାହାରିଲେ ତୁରନ୍ତ ସେହି ଅଞ୍ଚଳକୁ କଣ୍ଟେନମେଣ୍ଟ ଘୋଷଣା କରାଯାଉଅଛି। ଆଜି ପୁଣି ବାଣପୁର ବ୍ଲକ ଏବଂ ଏନ.ଏ.ସି ର କିଛି ଅଂଚଳରୁ ନୂତନ ପଜିଟିଭ କେସ ଚି଼ହ୍ନଟ ହୋଇଥିବାରୁ ଜିଲ୍ଲା ପ୍ରଶାସନ ତରଫରୁ ବାଣପୁର ବ୍ଲକର ୮ ଗୋଟି ଗ୍ରାମ ଏବଂ ଏନ.ଏ.ସି ର ଗୋଟାଏ ୱାର୍ଡ କୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଅଛି।

ସେହି ଗ୍ରାମଗୁଡିକ ହେଲା-

ନାଚୁଣୀ ପଞ୍ଚାୟତର ଗୋରଡାଝରି ଗ୍ରାମ, କୁମାରାଙ୍ଗ ପଞ୍ଚାୟତର ଝିଣ୍ଟିକାପଲ୍ଲି ଗ୍ରାମ, ନରେନ୍ଦ୍ରପୁର ପଞ୍ଚାୟତର ବଡ଼ସିରେଇପୁର ଗ୍ରାମ, ଦାମିଆବରବରା ପଞ୍ଚାୟତର ଦାମିଆବରବରା ଗ୍ରାମ, ନନ୍ଦପୁର ପଞ୍ଚାୟତର ପଦନପୁର ଏବଂ ଅନ୍ତରକିଆରୀ ଗ୍ରାମ, ଭେଟେଶ୍ୱର ପଞ୍ଚାୟତର ଵେତୁଲି ଗ୍ରାମ, ମୋରାମୋରି ପଞ୍ଚାୟତର ସଲପଡିହ ଗ୍ରାମଗୁଡିକୁ ଏବଂ ବାଣପୁର ଏନ.ଏ.ସି ର ୧୫ ନମ୍ବର ୱାର୍ଡ କୋଟବିଦ୍ୟାଧରପୁର ଗ୍ରାମର କିଛି ଅଂଶକୁ ଆଜି ତା ୨୭.୦୯.୨୦ ଠାରୁ ତା ୦୪.୧୦.୨୦ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି।

କଣ୍ଟେନମେଣ୍ଟ କରୋନା ମହାମାରୀ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Latest News

ଆଜି ମଧ୍ୟ ବଢିଲା ସୁନା ମୂଲ୍ୟ: ୩ ଲକ୍ଷରେ ପହଞ୍ଚିଲା ରୂପା

February 23, 2026

ଭାରତର ଭାଙ୍ଗିଲା ଟି-୨୦ ବିଶ୍ୱକପ୍ ରେକର୍ଡ: ଏବେ ସେମିଫାଇନାଲ୍ ପାଇଁ ଜାଣନ୍ତୁ ସମୀକରଣ?

February 23, 2026

ଓଡିଶାରେ ପ୍ରଥମଥର ପାଇଁ ଜଳକ୍ରୀଡା ପ୍ରଶିକ୍ଷଣ ଶିବିର: ଉଦଘାଟନ କଲେ କ୍ରୀଡା ମନ୍ତ୍ରୀ

February 23, 2026

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.