Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ତିର୍ତ୍ତୋଲ ବାର୍ ଆସୋସିଏସନରେ ବରିଷ୍ଠ ଆଇନଜୀବୀ ରାଜକିଶୋର ପଟ୍ଟନାୟକଙ୍କ ସ୍ମୃତିଚାରଣ ସଭା
ଆଞ୍ଚଳିକ

ତିର୍ତ୍ତୋଲ ବାର୍ ଆସୋସିଏସନରେ ବରିଷ୍ଠ ଆଇନଜୀବୀ ରାଜକିଶୋର ପଟ୍ଟନାୟକଙ୍କ ସ୍ମୃତିଚାରଣ ସଭା

September 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର :ତିର୍ତ୍ତୋଲ ବାର୍ ଆସୋସିଏସନର ପ୍ରତିଷ୍ଠାତା ସଭାପତି ତଥା ବରିଷ୍ଠ ଆଇନଜିବୀ ରାଜକିଶୋର ପଟ୍ଟନାୟକଙ୍କ ଗତ ଶନିବାର ତା ୨୬.୯.୨୦ରିଖ ଦିନ ୧୦ଟା୧୫ ମିନିଟରେ ହୃଦଘାତରେ ପରଲୋକ ହେବା ପରେ ଆଜି ତିର୍ତ୍ତୋଲ ବାର୍ ଆସୋସିଏସନ ସଭାଗୃହରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି।ପ୍ରଶାନ୍ତ କୁମାର ରାୟଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଶୋକସଭାରେ ଅନ୍ୟମାନଙ୍କ ମଧ୍ୟରେ ଆଲ୍ହାଦ ପରିଜା, ସୁଧିରଖୁଣ୍ଟିଆ, ସରୋଜ ପାଣିଗ୍ରାହି,ଟୁକନ ସେଠୀ,ଶୁଭେନ୍ଦୁ ରାୟ,ଗୋବିନ୍ଦ ସ୍ୱାଇଁ,ଅମର ସାହୁ,ଶାରଦା ଚୈଧୁରୀ,ଦେବେନ୍ଦ ନାୟକ,ସରତ ସାହୁ,ସୁବୋଧ ଖୁଣ୍ଟିଆ,ନାରାୟଣ ମହାନ୍ତି,ରିତା ମାହାନ୍ତି,ପ୍ରକାଶ ରାୟ,ପ୍ରମୁଖ ଆଇନଜିବୀ ଓ ନୃସିଂହ ବ୍ରହ୍ମ,ପ୍ରଦିପ ନାୟକ,ତୁଶାର ରାୟ,ପ୍ରକାଶ ମାହାନ୍ତି,ଲଳିତ ମୋହନ ପାଣି,ନୀରଂଜନ ସାମଲ,ଶିବ ମଲ୍ଲିକ,ତର୍ପଣ ସତପଥି, ମନୋରଂଜନ ନାୟକ,ଅକ୍ଷୟ ପରିଡା,ଜତିନ୍ଦ୍ର ଦାସ,ପ୍ରମୁଖ ଯୋଗଦେଇ ସ୍ୱର୍ଗତ ପଟ୍ଟନାୟକଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ୨ମିନିଟ୍ ନୀରବ ପ୍ରାର୍ଥନା କରାଯିବା ପରେ ଏହି ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଥିଲା। ଏଥିସହିତ ସ୍ଥାନୀୟ କୋର୍ଟ କାର୍ଯ୍ୟ ଆଜି ଦିନକ ପାଇଁ ବନ୍ଦ ରହିଥିବା ଜଣାପଡ଼ିଛି।

ସ୍ମୃତିଚାରଣ ସଭା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026
Latest News

ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି: ବୀର ସାବରକର ମାମଲା ଖାରଜ

August 14, 2026

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଏମ୍ସରେ ଭର୍ତ୍ତି: ଆଞ୍ଜିଓଗ୍ରାଫି ପରେ ହସ୍ପିଟାଲ ଜାରି କଲା ସ୍ୱାସ୍ଥ୍ୟ ସୂଚନା

August 14, 2026

୨୦ ଟିଏମସି ବିଦ୍ରୋହୀଙ୍କ ପାଇଁ ବଢିବ ଚିନ୍ତା!: ମମତା ବାନାର୍ଜୀ ନେଲେ ବଡ଼ ନିଷ୍ପତ୍ତି

August 14, 2026

ପାକିସ୍ତାନରେ HIV ଆତଙ୍କ!: କରାଚୀ ହସ୍ପିଟାଲରେ ୬ ଶିଶୁଙ୍କ ମୃତ୍ୟୁ, ୯୪ ପଜିଟିଭ୍

August 14, 2026

ଶ୍ରୀଲଙ୍କା ସିରିଜ୍ ଶେଷ ସୁଯୋଗ!: ଭାରତୀୟ ଖେଳାଳିଙ୍କୁ ଚେତାବନୀ ଦେଲେ ଗୌତମ ଗମ୍ଭୀର

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.