Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକ ନନ୍ଦପୁରରେ ମହାତ୍ମା ଗାନ୍ଧୀଙ୍କ ୧୫୧ ତମ ଜୟନ୍ତୀ ପାଳିତ
ଆଞ୍ଚଳିକ

ବାଣପୁର ବ୍ଲକ ନନ୍ଦପୁରରେ ମହାତ୍ମା ଗାନ୍ଧୀଙ୍କ ୧୫୧ ତମ ଜୟନ୍ତୀ ପାଳିତ

October 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ବାଣପୁର ବ୍ଲକ ନନ୍ଦପୁର ଗ୍ରାମର ମା’ ବରୁଣେଇ ମନ୍ଦିର ପ୍ରାଙ୍ଗଣରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୧ ତମ ଜୟନ୍ତୀ ପାଳିତ ହୋଇଯାଇଛି। ନେହେରୁ ଯୁବା କେନ୍ଦ୍ର ସଂଗଠନ, ବାଣପୁର ବ୍ଲକ ତରଫରୁ ବରୁଣେଇ ସେବା ସଂଘ ପ୍ରୟାସରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥିବୃନ୍ଦ ଗାନ୍ଧିଜୀଙ୍କ ଜୀବନୀ ଆଲୋଚନା କରିଥିଲେ ଏବଂ  ମହାତ୍ମା ଗାନ୍ଧୀଙ୍କ କଥାକୁ ଅନୁସରଣ କରି ସମାଜକୁ ସ୍ୱଚ୍ଛ ଓ ସୁନ୍ଦର କରିବାକୁ ହେଲେ ଅହିଂସା ଏବଂ ନ୍ୟାୟର ରାସ୍ତାକୁ ଆପଣାଇବା ପାଇଁ ଉପସ୍ଥିତ ଯୁବପିଢିଙ୍କୁ ଅଭିଭାଷଣରେ କହିଥିଲେ। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ ମାନକୁ ନେଇ ସଂଗୀତ ଏବଂ ଭାଷଣ ପ୍ରତିଯୋଗିତା କରାଯାଇଥିଲା। ଶେଷରେ କୃତ୍ତୀ ଛାତ୍ର ଛାତ୍ରୀମାନଙ୍କୁ ପୁରଷ୍କୃତ କରାଯାଇଥିଲା।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କିଶୋର ଚନ୍ଦ୍ର ତ୍ରିପାଠୀ, ମୁଖ୍ୟବକ୍ତା ଲକ୍ଷ୍ମୀଧର ପଣ୍ଡା, ୱାର୍ଡ ସଭାପତି ରମେଶ ଚନ୍ଦ୍ର ପଣ୍ଡା, କ୍ଲବ ସମ୍ପାଦକ ସୌମ୍ୟରଞ୍ଜନ ପଣ୍ଡା, ସଭାପତି ଶକ୍ତିମାନ ପଣ୍ଡା, ନେହେରୁ ଯୁବା କେନ୍ଦ୍ର ସଂଗଠନ ବାଣପୁର ବ୍ଲକ ଜାତୀୟ ଯୁବ ସ୍ଵେଚ୍ଛାସେବୀ ବିରେନ୍ଦ୍ର କୁମାର ବେହେରାଙ୍କ ସମେତ ନିରଞ୍ଜନ ପଣ୍ଡା, ରାଜକିଶୋର ପଣ୍ଡା, ନାରାୟଣ ପଣ୍ଡା, ଶିବା ରାଉତ, ସୁରେଶ ଚନ୍ଦ୍ର ତ୍ରିପାଠୀ, ଅକ୍ଷୟ ରାଉତ ପ୍ରମୁଖ ସହଯୋଗ କରିଥିଲେ। ପରି ଶେଷରେ ନେହେରୁ ଯୁବା କେନ୍ଦ୍ର ସଂଗଠନ ତରଫରୁ କ୍ଲବକୁ ଖେଳ ସାମଗ୍ରୀ ପ୍ରଦାନ କରାଯାଇଥିଲା।

ଜୟନ୍ତୀ ପାଳିତ ନନ୍ଦପୁର ମହାତ୍ମା ଗାନ୍ଧୀ
Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ପୂର୍ବତଟ ରେଳପଥ ଦ୍ଵାରା ଆନ୍ତର୍ଜାତୀୟ ଲେଭଲ୍ କ୍ରସିଂ ସଚେତନତା ଦିବସ ୨୦୨୬ ପାଳିତ

June 10, 2026

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

June 10, 2026

ଦେବସ୍ନାନ ପୂର୍ଣ୍ଣିମା ୨୦୨୬: ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 10, 2026

ବିଶ୍ୱ ନେତାମାନଙ୍କଠାରୁ ଅଭିନନ୍ଦନ ବାର୍ତ୍ତା ଗ୍ରହଣ କଲେ ନରେନ୍ଦ୍ର ମୋଦୀ

June 10, 2026

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.