Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିକିଣିଆ ସମିତି ସଭ୍ୟଙ୍କ ବାସଭବନରେ ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ବୈଠକ
ଆଞ୍ଚଳିକ

ଚିକିଣିଆ ସମିତି ସଭ୍ୟଙ୍କ ବାସଭବନରେ ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ବୈଠକ

October 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : ରଘୁନାଥପୁର ବ୍ଲକ ଅଧିନସ୍ଥ ଚିକିଣିଆ ପଞ୍ଚାୟତ ସମିତି ସଭ୍ୟଙ୍କ ବାସଭବନରେ ବିଜେଡିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଚିକିଣିଆ ପଞ୍ଚାୟତର ସମିତି ସଭ୍ୟ ପ୍ରମିଳା ଦେଇଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟ ଅତିଥିଭାବେ ପୁଷ୍ପେନ୍ଦ୍ର ସିଂହଦେଓ ଯୋଗଦେଇ ଉପସ୍ଥିତ ବିଜେଡି କର୍ମୀଙ୍କ ସହିତ ଆଲୋଚନା କରିଥିଲେ। ସୂଚନାନୁଯାୟୀ ଏହି ବୈଠକ ସମ୍ପର୍କରେ ପୂର୍ବରୁ ସମିତିସଭ୍ୟଙ୍କୁ ଅବଗତ କରାନଯାଇ ହଠାତ୍ ତାଙ୍କ ବାସଭବନରେ ପହଞ୍ଚି ଯାଇଥିଲେ ପୁର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓ ଏନେଇ ଉକ୍ତ ବୈଠକରେ ଅସନ୍ତୋଷ ଦେଖାଦେଇଥିବା ଜଣାପଡିଛି।

ଅପରପକ୍ଷରେ ରଘୁନାଥପୁର ବ୍ଲକରେ ଚିକିଣିଆ ପଞ୍ଚାୟତର ରାଜନୀତି ଏକ ଗୁରୁତ୍ବପୁର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି ବୋଲି କୁହାଯାଉଛି। ସୂଚନାନୁଯାୟୀ ଉକ୍ତ ପଞ୍ଚାୟତ ବିଜେଡିର ଦାୟୀତ୍ୱ ପୂର୍ବତନ ସରପଞ୍ଚ ତଥା ଟାଣୁଆ ଟାଣୁଆ ନେତା ବିଷ୍ଣୁ ଚରଣ ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ସମିତି ସଭ୍ୟା ପ୍ରମିଳା ଦେଈ ତୁଲାଇବେ ବୋଲି ଶୁଣିବାକୁ ମିଳୁଛି। ଏହି ଦୁଇଜଣ ସ୍ୱର୍ଗତ ବିଷ୍ଣୁ ଦାସଙ୍କ ପାଖଲୋକ ଥିଲେ ବୋଲି ଚର୍ଚ୍ଚା ହେଉଛି। ଗତ ପଞ୍ଚାୟତ ନିର୍ବାଚନରେ ସମିତି ସଭ୍ୟା ପ୍ରମିଳା ଦେଈ ପ୍ରାର୍ଥିନୀ ହୋଇ ରେକର୍ଡ଼ ସଂଖ୍ୟକ ଭୋଟରେ ବିଜୟୀ ହୋଇଥିଲେ ବୋଲି କୁହାଯାଉଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଗୋଦାବରୀଶ ବିଦ୍ୟାପୀଠର ବିଜ୍ଞାନ ଶିକ୍ଷୟିତ୍ରୀ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

September 11, 2025

ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ବିଶ୍ୱ ଭ୍ରାତୃତ୍ୱ ଦିବସ ପାଳନ

September 11, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ବାଣପୁର ଠାରେ ବ୍ଲକ ସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ – ‘ଉଲ୍ଲାସ’ ଅନୁଷ୍ଠିତ

September 8, 2025
Latest News

ଗରମ ବାୟୁ ବେଲୁନରେ ଲାଗିଲା ନିଆଁ: ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ମୁଖ୍ୟମନ୍ତ୍ରୀ

September 13, 2025

ଷ୍ଟେ-ଚେକ୍ଡ୍ ହେଲଥ୍ କେୟାର ଆପ୍ ଉନ୍ମୋଚିତ

September 13, 2025

ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ହେତୁ ଟ୍ରେନ ଚଳାଚଳରେ ପରିବର୍ତ୍ତନ

September 13, 2025

ଭାରତ ଏବଂ ପାକିସ୍ତାନ ମହାଲଢେଇ: ଜାଣନ୍ତୁ କେବେ ଏବଂ କେଉଁଠି ଦେଖିବେ ଲାଇଭ୍‌ ଷ୍ଟ୍ରିମିଂ?

September 13, 2025

ବାଣପୁରରେ ଅବକାରୀ ଓ ପୋଲିସର ମିଳିତ ଚଢାଉ: ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ଜବତ

September 13, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.