Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିକିଣିଆ ସମିତି ସଭ୍ୟଙ୍କ ବାସଭବନରେ ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ବୈଠକ
ଆଞ୍ଚଳିକ

ଚିକିଣିଆ ସମିତି ସଭ୍ୟଙ୍କ ବାସଭବନରେ ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ବୈଠକ

October 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : ରଘୁନାଥପୁର ବ୍ଲକ ଅଧିନସ୍ଥ ଚିକିଣିଆ ପଞ୍ଚାୟତ ସମିତି ସଭ୍ୟଙ୍କ ବାସଭବନରେ ବିଜେଡିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଚିକିଣିଆ ପଞ୍ଚାୟତର ସମିତି ସଭ୍ୟ ପ୍ରମିଳା ଦେଇଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟ ଅତିଥିଭାବେ ପୁଷ୍ପେନ୍ଦ୍ର ସିଂହଦେଓ ଯୋଗଦେଇ ଉପସ୍ଥିତ ବିଜେଡି କର୍ମୀଙ୍କ ସହିତ ଆଲୋଚନା କରିଥିଲେ। ସୂଚନାନୁଯାୟୀ ଏହି ବୈଠକ ସମ୍ପର୍କରେ ପୂର୍ବରୁ ସମିତିସଭ୍ୟଙ୍କୁ ଅବଗତ କରାନଯାଇ ହଠାତ୍ ତାଙ୍କ ବାସଭବନରେ ପହଞ୍ଚି ଯାଇଥିଲେ ପୁର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓ ଏନେଇ ଉକ୍ତ ବୈଠକରେ ଅସନ୍ତୋଷ ଦେଖାଦେଇଥିବା ଜଣାପଡିଛି।

ଅପରପକ୍ଷରେ ରଘୁନାଥପୁର ବ୍ଲକରେ ଚିକିଣିଆ ପଞ୍ଚାୟତର ରାଜନୀତି ଏକ ଗୁରୁତ୍ବପୁର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି ବୋଲି କୁହାଯାଉଛି। ସୂଚନାନୁଯାୟୀ ଉକ୍ତ ପଞ୍ଚାୟତ ବିଜେଡିର ଦାୟୀତ୍ୱ ପୂର୍ବତନ ସରପଞ୍ଚ ତଥା ଟାଣୁଆ ଟାଣୁଆ ନେତା ବିଷ୍ଣୁ ଚରଣ ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ସମିତି ସଭ୍ୟା ପ୍ରମିଳା ଦେଈ ତୁଲାଇବେ ବୋଲି ଶୁଣିବାକୁ ମିଳୁଛି। ଏହି ଦୁଇଜଣ ସ୍ୱର୍ଗତ ବିଷ୍ଣୁ ଦାସଙ୍କ ପାଖଲୋକ ଥିଲେ ବୋଲି ଚର୍ଚ୍ଚା ହେଉଛି। ଗତ ପଞ୍ଚାୟତ ନିର୍ବାଚନରେ ସମିତି ସଭ୍ୟା ପ୍ରମିଳା ଦେଈ ପ୍ରାର୍ଥିନୀ ହୋଇ ରେକର୍ଡ଼ ସଂଖ୍ୟକ ଭୋଟରେ ବିଜୟୀ ହୋଇଥିଲେ ବୋଲି କୁହାଯାଉଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026
Latest News

ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଖେଳୁନାହାନ୍ତି କେଏଲ ରାହୁଲ: ଜାଣନ୍ତୁ କାରଣ

July 16, 2026

ମମତା ବାନାର୍ଜୀଙ୍କ ପାଇଁ ଝଟକା ପରେ ଝଟକା!: ମଦନ ମିତ୍ରଙ୍କ ପରେ ଏବେ ଇସ୍ତଫା ଦେଲେ କୋଏଲ ମଲିକ

July 16, 2026

ଦ୍ୱିତୀୟ ଦିନିକିଆ ପୂର୍ବରୁ ଭାରତୀୟ ବୋଲରଙ୍କୁ କଠୋର ଦଣ୍ଡ: କାର୍ଯ୍ୟାନୁଷ୍ଠାନ ନେଲା ICC

July 16, 2026

ବଙ୍ଗୋପସାଗରରେ ବୁଡ଼ିଗଲା ରୋହିଙ୍ଗା ଶରଣାର୍ଥୀଙ୍କ ଦୁଇଟି ଡଙ୍ଗା: ୫୦୦ ରୁ ଅଧିକ ମୃତ୍ୟୁ ଆଶଙ୍କା

July 16, 2026

ଏବେ ବିନା ସଂଯୋଗରେ କିଛି ମିନିଟରେ ଘରକୁ ଆସିବ LPG ସିଲିଣ୍ଡର: ଜାଣନ୍ତୁ କେମିତି?

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.