Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିପ୍ଳବୀ ଭଗବତୀ ଚରଣ ପାଣିଗ୍ରାହୀଙ୍କ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା
ଆଞ୍ଚଳିକ

ବିପ୍ଳବୀ ଭଗବତୀ ଚରଣ ପାଣିଗ୍ରାହୀଙ୍କ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା

October 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିପ୍ଳବୀ ଭଗବତୀ ଚରଣ ପାଣିଗ୍ରାହୀଙ୍କ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା

ଭୁବନେଶ୍ୱର, ଓଡ଼ିଶାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ପ୍ରତିଷ୍ଠାତା ସମ୍ପାଦକ, ପ୍ରଗତିଶୀଳ ସାହିତ୍ୟର ଧାରା ପ୍ରବର୍ତ୍ତନ ସହ ନବଯୁଗ ସାହିତ୍ୟ ସଂସଦର ପ୍ରତିଷ୍ଠାତା ତଥା ମୁକ୍ତି ସଂଗ୍ରାମୀ ଭଗବତୀ ଚରଣ ପାଣିଗ୍ରାହୀଙ୍କ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସମାରୋହ ଗତକାଲି ସନ୍ଧ୍ୟାରେ ଅଶୋକନଗରସ୍ଥିତ ଲୋକନାଥ ସ୍ମାରକୀ ସଭା କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହ ଅବସରରେ ‘ନୂଆଦୁନିଆ’ ସାପ୍ତାହିକୀ ପତ୍ରିକାର ଭଗବତୀ ବିଶେଷାଙ୍କ ଲୋକର୍ପିତ ହୋଇଥିଲା।

ସିପିଆଇ ରାଜ୍ୟ ସହସମ୍ପାଦକ ଡା. ପ୍ରଶାନ୍ତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ପାର୍ଟିର ରାଜ୍ୟ ସମ୍ପାଦକ ଆଶିଷ କାନୁନ୍‌ଗୋ, ଜାତୀୟ କାର୍ଯ୍ୟକାରୀ କମିଟି ସଦସ୍ୟ ରାମକୃଷ୍ଣ ପଣ୍ଡା, ନୂଆଦୁନିଆ ସମ୍ପାଦକ ରମେଶ ଚନ୍ଦ୍ର ପାଢ଼ୀ, ଶ୍ରମିକ ନେତା ଜୟନ୍ତ ଦାସ, ପୂର୍ବତନ ଉଚ୍ଚଶିକ୍ଷା ଅତିରିକ୍ତ ନିର୍ଦ୍ଦେଶକ ପ୍ରଫେସର ଅମୀୟ କୁମାର ମହାନ୍ତି, ସୁର ଜେନା, ସତୀଶ ମିଶ୍ର ପ୍ରମୁଖ ଭଗବତୀ ଚରଣ ପାଣିଗ୍ରାହୀଙ୍କ ସ୍ମୃତିଚାରଣ କରି ଦେଶରେ ଶ୍ରମିକ, କୃଷକ ଓ ଛାତ୍ରମାନଙ୍କ ସ୍ୱାର୍ଥ ବିରୁଦ୍ଧରେ ସରକାର ମହାମାରୀ କରୋନା ସମୟରେ ଯେଉଁ କଳା ଆଇନ ପ୍ରଣୟନ କରିଛନ୍ତି ଏହା ଶ୍ରମିକ, କୃଷକ ଓ ଦେଶ ବିରୋଧୀ ବୋଲି ମତବ୍ୟକ୍ତ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ବସନ୍ତ କୁମାର ପାଇକରାୟ, ପ୍ରମୋଦିନୀ ପାଇକରାୟ, ବିଜୟ ଜେନା, ଆକୁଳି ନାଥ, ଅଶୋକ ସାହୁ, ଛାତ୍ରନେତ୍ରୀ ସଂଘମିତ୍ରା ଜେନା, ଲୋକନାଥ ଭୋଇ, ଛେତମ୍ବର ଭୋଇ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଭଗବତୀ ଚରଣ ପାଣିଗ୍ରାହୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026
Latest News

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026

ବୈତରଣୀରେ ବଢୁଛି ବନ୍ୟାଜଳ, କେନ୍ଦୁଝର ପାଟଣା ଓ ଆନନ୍ଦପୁରରେ ବିପଦ ସଂକେତ ଟପିଲା

August 13, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ

August 13, 2026

ସଂସଦର ମୌସୁମୀ ଅଧିବେଶନ: ଉଭୟ ସଦନରେ ୧୨ ବିଲ୍‌ ଗୃହୀତ

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.