Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସନ୍ତାକାଲି ବାଣପୁର-ବାଲୁଗାଁରେ ନିର୍ଦ୍ଦିଷ୍ଟ ସମୟ ପାଇଁ ବିଦ୍ୟୁତ ସରବରାହ ବନ୍ଦ ରହିବ
ଆଞ୍ଚଳିକ

ଆସନ୍ତାକାଲି ବାଣପୁର-ବାଲୁଗାଁରେ ନିର୍ଦ୍ଦିଷ୍ଟ ସମୟ ପାଇଁ ବିଦ୍ୟୁତ ସରବରାହ ବନ୍ଦ ରହିବ

October 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର ଓ କଟକରେ ବିଭିନ୍ନ ସ୍ଥାନରେ ବିଦ୍ୟୁତ ଯୋଗାଣ ବନ୍ଦ ରହିବ।
ଭୁବନେଶ୍ୱର ଓ କଟକରେ ବିଭିନ୍ନ ସ୍ଥାନରେ ବିଦ୍ୟୁତ ଯୋଗାଣ ବନ୍ଦ ରହିବ।

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ବାଲୁଗାଁ ୩୩ କେଭି ଗ୍ରୀଡ଼ ଅଧିନସ୍ଥ ସମସ୍ତ ଅଞ୍ଚଳରେ ବିଦ୍ୟୁତ ସରବରାହ ନିର୍ଦ୍ଦିଷ୍ଟ ସମୟ ପାଇଁ ବନ୍ଦ ରହିବ। ଏନେଇ ଟି.ପି.ସି.ଓ.ଡ଼ି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା ଦଳାଇ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ ଆସନ୍ତାକାଲି ୧୩୨/୩୩  କେଭି ଗ୍ରୀଡ଼ ସବଷ୍ଟେସନ, ବାଲୁଗାଁର ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ କରାଯିବ। ତେଣୁ ଉକ୍ତ ଗ୍ରୀଡ଼ ଅଧୀନରେ ଥିବା ବାଣପୁର ଏବଂ ବାଲୁଗାଁର ସମସ୍ତ ଅଞ୍ଚଳରେ ସକାଳ ୮ ଘଟିକାରୁ ଅପରାହ୍ନ ୪ ଘଟିକା ଯାଏଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏ ନେଇ ଡ଼ାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର ହୋଇଥିବାର କହିଛନ୍ତି ଶ୍ରୀ ଦଳାଇ ଏବଂ ଏଥିଲାଗି ଜନସାଧାରଣଙ୍କ ସହଯୋଗ ମଧ୍ୟ ଲୋଡିଛନ୍ତି।

ବାଣପୁର-ବାଲୁଗାଁ ବିଦ୍ୟୁତ ସରବରାହ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ଏବେ ବିଶ୍ୱକୁ ମୁକ୍ତ ଭାବରେ ତେଲ ବିକ୍ରୟ କରିବ ଇରାନ: ଭାରତ ହେବ ଲାଭବାନ!

June 23, 2026

ଟିମ୍ ଇଣ୍ଡିଆ ପାଇଁ ବଡ଼ ଝଟକା!: ଆୟରଲ୍ୟାଣ୍ଡ ଗସ୍ତରୁ ବାଦ ପଡିଲେ ଏହି ଖେଳାଳି

June 23, 2026

ବିଦ୍ରୋହୀ ଗୋଷ୍ଠୀକୁ ଚ୍ୟାଲେଞ୍ଜ: ନୂଆ କମିଟି ଗଠନ କଲେ ମମତା ବାନାର୍ଜୀ

June 23, 2026

ମୋଦି ମନ୍ତ୍ରୀମଣ୍ଡଳରେ ପୁନର୍ଗଠନ ହେବ କି?: ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଏନ୍

June 23, 2026

ଭିଜିଲାନ୍ସ ଜାଲରେ CADA ବିଭାଗର ଯନ୍ତ୍ରୀ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.