Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁରରେ ଜିଲ୍ଲାସ୍ତରୀୟ “ବିଶ୍ୱ ମଧୁମେହ ଦିବସ” ପାଳନ ସହ ସଚେତନତା ରଥର ଉଦଘାଟନ୍
ଆଞ୍ଚଳିକ

ଜଗତସିଂହପୁରରେ ଜିଲ୍ଲାସ୍ତରୀୟ “ବିଶ୍ୱ ମଧୁମେହ ଦିବସ” ପାଳନ ସହ ସଚେତନତା ରଥର ଉଦଘାଟନ୍

November 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜଗତସିଂହପୁରରେ ଜିଲ୍ଲାସ୍ତରୀୟ "ବିଶ୍ୱ ମଧୁମେହ ଦିବସ" ପାଳନ ସହ ସଚେତନତା ରଥର ଉଦଘାଟନ
ଜଗତସିଂହପୁରରେ ଜିଲ୍ଲାସ୍ତରୀୟ "ବିଶ୍ୱ ମଧୁମେହ ଦିବସ" ପାଳନ ସହ ସଚେତନତା ରଥର ଉଦଘାଟନ

ରମେଶ ମହାନ୍ତି

ଜଗତସିଂହପୁର: ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ “ବିଶ୍ୱ ମଧୁମେହ ଦିବସ” ପାଳନ ହେବା ସହିତ ଏହି ଅବସରରେ ଏକ ସଚେତନତା ରଥର ଉଦଘାଟନ ହୋଇଯାଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ବିଜୟା ପଣ୍ଡାଙ୍କ ତତ୍ୱାବଧାନରେ ଏହି କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଥିଲା। ଉଦଘାଟନୀ କାର୍ଯ୍ୟକ୍ରମରେ ଡଃ ବସନ୍ତ କୁମାର ବାରିକ (ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ, ଯକ୍ଷ୍ମା), ଡଃ କ୍ଷେତ୍ରବାସୀ ଦାଶ (ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ .ଭିବିଡି), ଜାତୀୟ ସ୍ୱାସ୍ଥ୍ୟ ମିଶନର ଜିଲ୍ଲା କାର୍ଯ୍ୟକାରୀ ପରିଚାଳକ ଚକ୍ରଧର ଜେନା, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ସଚଳା ମହାନ୍ତି ଏବଂ ଡେପୁଟି ମ୍ୟାନେଜର ପ୍ରଜନନ ଓ ଶିଶୁ ସ୍ୱାସ୍ଥ୍ୟ ସୁକାନ୍ତ କୁମାର ପ୍ରଧାନ ଉପସ୍ଥିତ ରହି ବିଶ୍ୱ ମଧୁମେହ ଦିବସର ଶୀର୍ଷକ “ସେବା ପ୍ରଦାନକାରୀ ହିଁ ପରିବର୍ତ୍ତନର ଆଧାର” ଉପରେ ଆଲୋଚନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ଅନ୍ୟାନ୍ୟ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ସମେତ ଆଶା କର୍ମଚାରୀମାନେ ଉପସ୍ଥିତ ଥିଲେ। ସଚେତନତା ରଥରେ ସାମାଜିକ ଶିକ୍ଷା ସାଙ୍ଗକୁ ମଧୁମେହ ରୋଗ ରୋକିବା ପାଇଁ ବାର୍ତ୍ତା ଅଡ଼ିଓ ମାଧ୍ୟମରେ ପ୍ରଚାର କରାଯାଉଛି। ଏହା ଆସନ୍ତା ୧୮ ନଭେମ୍ବର ପର୍ଯ୍ୟନ୍ତ ସମସ୍ତ ବ୍ଲକ ଏବଂ ସହରାଞ୍ଚଳ ପାରାଦ୍ବୀପ ଏବଂ ଜଗତସିଂହପୁରରେ ପ୍ରଚାର ପାଇଁ ବ୍ୟବସ୍ଥା କରାଯାଇଛି।

ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ବିଶ୍ୱ ମଧୁମେହ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026
Latest News

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଇଣ୍ଟରନେଟ୍ ସ୍ଲୋ ହେଲେ ବି ଚିନ୍ତା ନାହିଁ!: ଆସିଲା UPI Tap & Pay

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.