Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଭିନ୍ନ ସମସ୍ୟା ନେଇ ଉତ୍ତରମୁଖୀ ବସ୍ତି ବାସିନ୍ଦାଙ୍କୁ ଦାବିପତ୍ର ପ୍ରଦାନ
ଆଞ୍ଚଳିକ

ବିଭିନ୍ନ ସମସ୍ୟା ନେଇ ଉତ୍ତରମୁଖୀ ବସ୍ତି ବାସିନ୍ଦାଙ୍କୁ ଦାବିପତ୍ର ପ୍ରଦାନ

November 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ୧ ନଂ ୱାର୍ଡ଼ ଉତ୍ତରମୁଖୀ ବସ୍ତିବାସିନ୍ଦାଙ୍କ ସମସ୍ୟା ତଥା ଯେଉଁଠାରେ ବସ୍ତି ଅଛି ତାହାର ପଟା ପ୍ରଦାନ ପାଇଁ ମହାନଗର ନିଗମ କମିଶନରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ ଏହି ବସ୍ତିରେ ପ୍ରାୟ ୧୭୨ ଘର ୧୨ ବର୍ଷ ହେଲା ଉକ୍ତ ସ୍ଥାନର ପଟା ପ୍ରଦାନ ପାଇଁ ଦାବିପତ୍ର ପ୍ରଦାନ କରି ଆନ୍ଦୋଳନ କରୁଛନ୍ତି। କିନ୍ତୁ ନିଗମର କିଛି ଅଧିକାରୀ ଆସି ସେମାନଙ୍କୁ ଧମକ ଚମକ ଦେଇ ସେମାନଙ୍କୁ ସରକାରୀ ସୁବିଧାରୁ ବଂଚିତ କରାଇବୁ କହୁଥିବା ସେମାନେ ଅଭିଯୋଗ କରିଛନ୍ତି। ସେଥିପାଇଁ ଏହି ୧୭୨ ଘରକୁ ପକ୍କାଘର କରିବା ସହ ପଟା ପ୍ରଦାନ, ପିଇବା ପାଣି ସୁବିଧା କରାଇବା, ସରକାରୀ ଯୋଜନା ଠିକ୍ ରୂପେ କାର୍ଯ୍ୟକାରୀ କରାଇବା ନେଇ ଦାବି ରଖିଛନ୍ତି।

ଏହି ଦାବିପତ୍ର ପ୍ରଦାନ ସମୟରେ ଉତ୍ତରମୁଖୀ ସେବା ଶାନ୍ତି ଉନ୍ନୟନ କମିଟିର ମୁଖ୍ୟ ଏସ୍‌. କୁରୀ ରେଡ୍ଡୀ, ରମା ସାମଲ, ରିତା ମହାରଣା, ଗନ୍ତୟତ ଡ଼ାକୁଆ, ଜୟନ୍ତୀ ତଳେଇ, ଉର୍ମିଳା ସାହୁ ପ୍ରମୁଖ ବହୁ ମହିଳା ଓ ପୁରୁଷ ଉପସ୍ଥିତ ଥିଲେ।

ଦାବିପତ୍ର ପ୍ରଦାନ ବ୍ରହ୍ମପୁର ମହାନଗର ନିଗମ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

April 30, 2026

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026
Latest News

ଆଜି ମୁମ୍ବାଇ ଏବଂ ଲକ୍ଷ୍ନୌ ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପିଚ୍ ରିପୋର୍ଟ, ପ୍ଲେଇଂ ୧୧ ଏବଂ ମ୍ୟାଚ୍ ପୂର୍ବାନୁମାନ

May 4, 2026

କିଷାନ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତି ପୂର୍ବରୁ ସମାପ୍ତ କରନ୍ତୁ ଏହି କାର୍ଯ୍ୟ: ଜାଣନ୍ତୁ….

May 4, 2026

‘ଜାଣିଶୁଣି ଭୋଟ ଗଣନାକୁ ବିଳମ୍ବ କରାଯାଉଛି’: ଖରାପ ପ୍ରଦର୍ଶନ ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା

May 4, 2026

ମର୍ମନ୍ତୁଦ ଦୁର୍ଘଟଣା : ୫ ମୃତ

May 4, 2026

କିଏ ହେବେ କେରଳର ମୁଖ୍ୟମନ୍ତ୍ରୀ?: କଂଗ୍ରେସ ନେତା ଶଶି ଥରୁର ଦେଲେ ସଙ୍କେତ

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.