Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିପର୍ଯ୍ୟୟ ପୁନଃରୁଦ୍ଧାର ପ୍ରକଳ୍ପର କାର୍ଯ୍ୟକାରିତା ନେଇ ଆଲୋଚନା
ଆଞ୍ଚଳିକ

ବିପର୍ଯ୍ୟୟ ପୁନଃରୁଦ୍ଧାର ପ୍ରକଳ୍ପର କାର୍ଯ୍ୟକାରିତା ନେଇ ଆଲୋଚନା

November 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଓଡ଼ିଶା ବିପର୍ଯ୍ୟୟ ପରିଚାଳନା ସଂସ୍ଥାର ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ କୁମାର ଜେନା ଗଂଜାମ ଜିଲ୍ଲା ଗସ୍ତ କରି ଗଂଜାମ ଜିଲ୍ଲାପାଳଙ୍କ ସଦ୍‌ଭାବନା ସମ୍ମିଳନୀ କକ୍ଷଠାରେ ଖଲିକୋଟ, ଗଂଜାମ ଓ ରଙ୍ଗେଇଲୁଣ୍ଡା ବ୍ଲକ୍‌ରେ କାର୍ଯ୍ୟକାରିତା ହୋଇଥିବା ଓଡ଼ିଶା ବିପର୍ଯ୍ୟୟ ପୁନଃରୁଦ୍ଧାର ପ୍ରକଳ୍ପର କାର୍ଯ୍ୟକାରିତା ସଂପର୍କରେ ଆଲୋଚନା କରିଥିଲେ। ଗଂଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ଆଲୋଚନା ବୈଠକରେ ଶ୍ରୀ ଜେନା ଯୋଜନା ସଂପର୍କିତ କାର୍ଯ୍ୟକାରିତା ସଂପର୍କରେ ପଚାରି ବୁଝି ଜଣାଇଥିଲେ ଯେ, ଯୋଜନାର ନିର୍ଦ୍ଦେଶନାମା ପ୍ରକାରେ ହିତାଧିକାରୀଙ୍କୁ ଅର୍ଥ ପ୍ରଦାନ କରନ୍ତୁ। ଯ’ଦ୍ୱାରା ସେମାନେ ଠିକ୍ ସମୟରେ ନିଜ ଗୃହ ନିର୍ମାଣ କାର୍ଯ୍ୟ ଶେଷ କରିପାରିବେ।

ଅଧିକାରୀ ଗଣ ବ୍ୟକ୍ତିଗତ ଭାବେ ଏହାର ଅଗ୍ରଗତି ଓ ସହାୟକଗୁଡ଼ିକ ପରିଚାଳନା କରନ୍ତୁ ତେବେ ଯାଇ କୌଣସି ସମସ୍ୟା ଦେଖାଯିବ ନାହିଁ। ତିନିମାସ ମଧ୍ୟରେ ଘର କାମ ଶେଷ କରିବାକୁ ହିତାଧିକାରୀଙ୍କୁ ଯେଉଁ ପ୍ରୋତ୍ସାହନ ରାଶି ଦିଆଯାଇ ସେମାନଙ୍କ ସ୍ଥାନାନ୍ତର ପ୍ରକ୍ରିୟା ରହିଛି ତାହା ଯେମିତି ଠିକ୍ ସମୟରେ ହେବ ସେଥିପ୍ରତି ଧ୍ୟାନ ଦିଅନ୍ତୁ ଓ ସଂପୃକ୍ତ ହିତାଧିକାରୀ ଉକ୍ତ ଗୃହରେ ରହିବା ଦିଗରେ ସୁନିଶ୍ଚିତ କରନ୍ତୁ। ବିଶ୍ୱବ୍ୟାଙ୍କ ସହାୟତାରେ କରାଯାଇଥିବା ସମସ୍ତ ଯୋଜନାର ଡ଼କ୍ୟୁମେଣ୍ଟ ଠିକ୍ କରି ରଖିବାକୁ ପରାମର୍ଶ ଦେଇଥିଲେ। ବିନିଯୋଗ ସମସ୍ତ ଅର୍ଥ ସଂପୃକ୍ତ ଅଡ଼ିଟର ସଂସ୍ଥା ଦ୍ୱାରା ଅଡ଼ିଟ୍ କରାଯାଇ ସରକାରୀ ଅର୍ଥର ସୁବିନିଯୋଗ ଦିଗରେ ଯାଞ୍ଚ କରାଯିବ।

ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଅମୂଲ୍ୟ କୁମାର ସାହୁ, ଓଡ଼ିଶା ବିପର୍ଯ୍ୟୟ ପୁନଃରୁଦ୍ଧାର ପ୍ରକଳ୍ପ ଜିଲ୍ଲାସ୍ତରୀୟ ଅଧିକାରୀ ଡ. ବିଜୟାନନ୍ଦ ସେଠୀ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଡ. ଦିବ୍ୟଲୋଚନ ମହାନ୍ତି, ସଂପୃକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ସଂପୃକ୍ତ ବିଭାଗୀୟ ଅଧିକାରୀଗଣ ଉପସ୍ଥିତ ଥିଲେ।

ଗଂଜାମ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026

ଗତି ଶକ୍ତି ବିଶ୍ୱବିଦ୍ୟାଳୟ ଏବଂ ଡିଜିସିଏ ମଧ୍ୟରେ ରାଜିନାମା ସ୍ବାକ୍ଷରିତ

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026

ଆଜି ମାର୍ଚ୍ଚ ୩୧ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.