Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗଂଜାମ କରୋନା ଅପଡେଟ: ନୂତନ ୧୮ ସଂକ୍ରମିତ ଚିହ୍ନଟ, ୧ ମୃତ
ଆଞ୍ଚଳିକ

ଗଂଜାମ କରୋନା ଅପଡେଟ: ନୂତନ ୧୮ ସଂକ୍ରମିତ ଚିହ୍ନଟ, ୧ ମୃତ

November 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ

ବ୍ରହ୍ମପୁର: ଗଂଜାମରେ ଗତ ଦୁଇଦିନ ହେଲା ସଂକ୍ରମିତ ସଂଖ୍ୟା କମ ରହିଥିଲେ ମଧ୍ୟ ଦୁଇଦିନ ମଧ୍ୟରେ ତିନିଜଣଙ୍କ ମୃତ୍ୟୁ ହୋଇଥିବା ପୁଣିଥରେ କରୋନାର ଦ୍ୱିତୀୟ ପ୍ରବାହ ଆଡ଼କୁ ଲୋକଙ୍କୁ ସଂକିତ କରିଛି। ଗତକାଲି ୩୪୨୯ ନମୁନା ପରୀକ୍ଷା ପାଇଁ ପଠାଯାଇଥିବାବେଳେ ଆଜି ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ଜଣେ ୫୮ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ୧୮ ଜଣ ସ୍ଥାନୀୟ ସଂକମ୍ରିତ ମଧ୍ୟରୁ ସର୍ବାଧିକ ବ୍ରହ୍ମପୁରରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ବେଲଗୁଣ୍ଠା ବ୍ଲକ୍‌ରୁ ୧, ଭଂଜନଗରରୁ ୧, ଛତ୍ରପୁରରୁ ୧, ଦିଗପହଣ୍ଡିରୁ ୨, ଖଲିକୋଟରୁ ୪, କୁକୁଡ଼ାଖଣ୍ଡିରୁ ୧ ଅଛନ୍ତି। ଆଜି ମଧ୍ୟ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିବା ପରେ ଆକ୍ଟିଭ୍ ସଂଖ୍ୟା ୬୭ରେ ପହଞ୍ଚିଛି । ସମୁଦାୟ ମୃତ୍ୟୁ ସଂଖ୍ୟା ୨୩୮ ରହିଛି।

corona Ganjam
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା

June 30, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Latest News

ପୁରୀ ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି ଜୋରଦାର; ୨୩ OAS ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

June 30, 2026

ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟର ବଡ଼ ଝଟକା; ଜନ୍ମଗତ ନାଗରିକତା ଉପରେ ଆଦେଶ ଖାରଜ

June 30, 2026

କାଲିଠୁ କଳା ବ୍ୟାଜ ପିନ୍ଧିବେ ଏସସିବି ଡାକ୍ତର

June 30, 2026

ରେଳ ସୁରକ୍ଷା ଓ ନିରାପତ୍ତାକୁ ଆହୁରି ସୁଦୃଢ଼ କଲା ପୂର୍ବତଟ ରେଳପଥ

June 30, 2026

ଆଇଟିଇଆରରେ ୫ଦିନିଆ ମ୍ୟାଥ୍‌ମାଟିକ୍ସ ଇନ୍ ମେସିନ୍ ଲର୍ଣ୍ଣିଂ କର୍ମଶାଳା ଉଦ୍‌ଘାଟିତ

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.