Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମୟୁର ପ୍ରେମ, ନିଜ ବାସଭବନରେ ମୟୁରଙ୍କୁ ଦେଉଛନ୍ତି ଖାଦ୍ୟ
ଆଜିର ଖବର

ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମୟୁର ପ୍ରେମ, ନିଜ ବାସଭବନରେ ମୟୁରଙ୍କୁ ଦେଉଛନ୍ତି ଖାଦ୍ୟ

August 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମୟୁର ପ୍ରେମ, ନିଜ ବାସଭବନ ଭିତରେ ରହିଛନ୍ତି ଅନେକ ମୟୁର

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନକୁ ନେଇ ବର୍ତ୍ତମାନ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ଚାଲିଛି। ତାହା ହେଉଛି ଯେ, ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଥିବା ମୟୁରମାନଙ୍କୁ ନେଇ। ନୂଆଦିଲ୍ଲୀରେ ଥିବା ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ବହୁ ଆଗରୁ ମୟୁର ରହିଆସୁଛନ୍ତି। ହେଲେ ତାହା ସେହିଠାରେ ଥିବା ଲୋକମାନେ ଜାଣିଥିଲେ। ଆଜି ବିଭିନ୍ନ ସୋସିଆଲ ମିଡିଆରେ ମୋଦିଙ୍କ ବାସଭବନ ଭିତରେ ଥିବା ମୟୁର ଭିଜୁୟାଲ ଆସିବା ପରେ ତାହା ସମସ୍ତଙ୍କ ଦୃଷ୍ଟି ଗୋଚର ହୋଇଛି।

ଏହି ମୟୁରମାନେ ପ୍ରଧାନମନ୍ତ୍ରୀ ମର୍ଣ୍ଣିଂ ୱାକ କରୁଥିବା ବେଳେ ତାଙ୍କ ପାଖେ ପାଖେ ରହି ଆସୁଛନ୍ତି। ସାଧାରଣତଃ ମଣିଷ ଦେଖିଲେ ପକ୍ଷୀମାନେ ପଳାଇଯାଆନ୍ତି। କିନ୍ତୁ ପ୍ରଧାନମନ୍ତ୍ରୀ ବାସଭବନର ମୟୁର ମୋଦିଙ୍କୁ ଦେଖିଲେ ମଧ୍ୟ ଡରୁ ନାହାଁନ୍ତି। ଏଥିରୁ ପ୍ରମାଣିତ ହେଉଛି ଯେ, ପ୍ରଧାନମନ୍ତ୍ରୀ ଏହି ମୟୁରମାନଙ୍କୁ ଭଲ ପାଉଥିବାରୁ ତାହା ସେମାନଙ୍କ ପାଇଁ ନୂଆ ହୋଇ ନାହିଁ। ସେହିପରି ମୋଦି ବଗିଚାରେ ବସି ପଢୁଥିବା ବେଳେ ମଧ୍ୟ ଏହି ମୟୁରମାନେ ତାଙ୍କ ପାଖରେ ରହିଥାନ୍ତି। ଏପରିକି ମୋଦି ମୟୁରମାନଙ୍କ ପାଇଁ ଖାଦ୍ୟ ମଧ୍ୟ ଖାଇବାକୁ ଦେଇଥାନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.